ଭୁବନେଶ୍ୱର,୨୩ା୧୧: ବହୁଚର୍ଚ୍ଚିତ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କୁ ବଡ଼ା ଝଟକା ଲାଗିଛି । ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି । ପାରଳାଖେମୁଣ୍ଡି IIC ଓ…