ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି । ରାୟ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ। ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ବିଦ୍ୟାଭାରତୀ ସିଆରପିସି ଧାରା…