କୋର୍ଟର ଦ୍ୱାରସ୍ଥ ହେଲେ ବିଦ୍ୟାଭାରତୀ
କଟକ,୨୬ା୧୧: ବହୁଚର୍ଚ୍ଚିତ ଏସିଏଫ୍ (ACF) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ତଥା ଅନ୍ୟତମ ଅଭିଯୁକ୍ତ ବିଦ୍ୟାଭାରତୀ ପଣ୍ଡା ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ମାମଲାରେ ସେ ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଛନ୍ତି। ପୂର୍ବରୁ ପାରଳାଖେମୁଣ୍ଡି କୋର୍ଟରେ…

