ଇରାନରେ ଏସିଡ୍ ବର୍ଷା: ତୈଳ ଡିପୋ ଉପରେ ବୋମାମାଡ଼ ପରେ… ତେହରାନ,୯ା୩:ଇରାନ ରାଜଧାନୀ ତେହରାନରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ ରାଜଧାନୀ ସହରକୁ ଘନ କଳାଧୂଆଁର ବାଦଲ ଢାଙ୍କି ରହିଥିବାବେଳେ ଦୃଶ୍ୟମାନତା ହ୍ରାସ ପାଇଛି।…