ନୂଆଦିଲ୍ଲୀ,୬ା୧୦: ଦିଲ୍ଲୀର ଶାହାଦରା ଅଞ୍ଚଳରେ ଷ୍ଟେଜ୍ରେ ରାମଲୀଳା ଚାଲିଥିବାବେଳେ ଏକ ଦୁଃଖଦ ଘଟଣା ଘଟିଛି। ରାମ ଭୂମିକାରେ ଅଭିନୟ କରୁଥିବା ସୁଶୀଲ କୌଶିକ୍ଙ୍କ ଛାତିରେ ଯନ୍ତ୍ରଣା ହେବାରୁ…