Tag Archives: Actor

ଏନ୍‌ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ

କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଜାମିନ୍‌ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍‌ଏଫ୍‌ସି କୋର୍ଟ ଅନୁଭବଙ୍କ ନାଁରେ ଜାରି କରିଥିବା ଏହି ଏନ୍‌ବିଡବ୍ଲ୍ୟୁ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି।...

ଗିରଫ ହୋଇପାରନ୍ତି ଅନୁଭବ ମହାନ୍ତି

କଟକ,୧୩ା୫: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା(ଏନ୍‌ବିଡ୍ଲ୍ୟୁ) ଜାରି ହୋଇଛି। କଟକ ଜେଏମ୍‌ଏଫ୍‌ସି (ଏମ୍‌ପି, ଏମ୍‌ଏଲ୍‌) କୋର୍ଟ ପକ୍ଷରୁ ଏନ୍‌ବିଡବ୍ଲ୍ୟୁ ଜାରି ହୋଇଛି। ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ ଏହି ପରଓ୍ବାନା ଜାରି ହୋଇଥିବା...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣା: ଆତ୍ମହତ୍ୟା କରିଥିବା ଅଭିଯୁକ୍ତଙ୍କର ପୁଣିଥରେ ହେବ ପୋଷ୍ଟମର୍ଟମ

ମୁମ୍ବାଇ,୮ା୫: ଅଭିନେତା ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାରେ ମୁମ୍ବାଇ ପୋଲିସର ହେପାଜତରେ ଆତ୍ମହତ୍ୟା କରିଥିବା ଅଭିଯୁକ୍ତ ଅନୁଜ ଥାପାନଙ୍କ ପୋଷ୍ଟମର୍ଟମ ପୁଣି ଥରେ କରାଯିବ। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କର ପୋଷ୍ଟମର୍ଟମ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼, ସିସିଟିଭିରେ କଏଦ ହେଲେ ଅଭିଯୁକ୍ତ

ମୁମ୍ବାଇ: ରବିବାର ସକାଳେ ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ଘର ବାହାରେ ଗୁଳିମାଡ଼ ହୋଇଥିଲା। ଦୁଇଜଣ ବାଇକ୍‌ ଆରୋହୀ ବାନ୍ଦ୍ରାସ୍ଥିତ ଭାଇଜାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ସମ୍ମୁଖରେ ୬ ରାଉଣ୍ଡ ଗୁଳି ଚଳାଇଥିଲେ। ଦୁର୍ବୃତ୍ତମାନେ ଗୁଳି ଚଳାଇ ପବନ ବେଗରେ ପଳାଇ...

ବଦଳିଗଲେଣି ଅନୁଭବ

ଭୁବନେଶ୍ୱର,୧୩ା୪: ଅଭିନେତା ଅନୁଭବ ମହାନ୍ତି ଏକ ଭିନ୍ନ ରୂପରେ ନଜର ଆସିଛନ୍ତି। ହନୁମାନ ଜୟନ୍ତୀ ପୂର୍ବରୁ ତାଙ୍କର ଏହି ଲୁକ୍‌ ଏବେ ଭାଇରାଲ ହେଉଛି। ସେ ଏବେ ବହୁତ ବଦଳିଗଲେଣି ବୋଲି ଏହି ଲୁକ୍‌ ଦେଖି ଲୋକେ କହୁଛନ୍ତି। ବାସ୍ତରେ...

ବିଜେଡି ଛାଡ଼ିବା ପରେ ବି ସୋସିଆଲ ମିଡିଆ କଭରପେଜ୍‌ରୁ ନବୀନଙ୍କ ଫଟୋ ହଟାଇନାହାନ୍ତି ଅନୁଭବ

କଟକ,୩୦ା୩: ଶନିବାର ବିଜେଡି ଛାଡ଼ିଛନ୍ତି କେନ୍ଦ୍ରପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ବିଶେଷ କଥା ହେଲା ବିଜେଡିରୁ ଇସ୍ତଫା ଦେବା ପରେ...

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ହେଉଛି।  ଆଜି ଅପରାହ୍ନରେ ଦିଲ୍ଲୀରେ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ...

ଅନୁଭବଙ୍କ ଘରେ ବ୍ୟାଙ୍କ ଚଢ଼ାଉ

କଟକ,୧୩ା୩(କାର୍ତ୍ତିକ ସାହୁ): କଟକ ଅର୍ବାନ୍‌ କୋ-ଅପରେଟିଭ୍‌ ବ୍ୟାଙ୍କ ପକ୍ଷରୁ ଏମ୍‌ପି ଅନୁଭବ ମହାନ୍ତିଙ୍କ ଖାନନଗରସ୍ଥିତ ଭଡ଼ା ବାସଭବନରେ ବୁଧବାର ଚଢ଼ାଉ କରାଯାଇଛି। ସୂଚନାନୁସାରେ, ଅନୁଭବଙ୍କ ଭାଇ ଅନୁପ୍ରାସ ଉକ୍ତ ବ୍ୟାଙ୍କରୁ ୨୦୧୨ରେ ୩୦ ଲକ୍ଷ ଟଙ୍କା ଋଣ ଆଣିଥିଲେ। ସେ...

ବାପା ହେବାକୁ ଯାଉଛନ୍ତି ବରୁଣ

ବଲିଉଡର ଲୋକପ୍ରିୟ ଅଭିନେତା ବରୁଣ ଧାୱନ ଖୁବ୍‌ଶୀଘ୍ର ବାପା ହେବାକୁ ଯାଉଛନ୍ତି। ସେ ନିଜେ ଏନେଇ ସୂଚନା ଦେଇଛନ୍ତି। ବରୁଣ ସ୍ତ୍ରୀ ନତାଶା ଦଲାଲଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ସେ ବେବି ବମ୍ପକୁ ଚମ୍ବନ ଦେଉଥିବାର...

ଆସିଲା ଖୁସି ଖବର: ସୁସ୍ଥ ହୋଇ ଘରକୁ ଫେରିଲେ ଅଭିନେତା ମିଥୁନ ଚକ୍ରବର୍ତ୍ତୀ

ମୁମାଇ ୧୩।୦୨: ବଲିଉଡର ଭେଟେରାନ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଶେଷରେ ସୁସ୍ଥ ହୋଇ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟରେ ସୁଧାର ଆସୁଥିବାର ଦେଖି ତାଙ୍କୁ ଡାକ୍ତର ଡିସଚାର୍ଜ କରିଛନ୍ତିି। ସେ କହିଛନ୍ତି, ସେ ବର୍ତ୍ତମାନ ସମ୍ପୂର୍ଣ୍ଣ ଭଲ ଏବଂ...

ହୋଟେଲ ପାର୍କିଂରେ ଥିବା କାର୍‌ରୁ ମିଳିଲା ଲୋକପ୍ରିୟ ଅଭିନେତାଙ୍କ ମୃତଦେହ, ପ୍ରଶଂସକ ସ୍ତବ୍ଧ

ମାଲାୟାଲମ ସିନେମାଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଲୋକପ୍ରିୟ ଅଭିନେତା ବିନୋଦ ଥୋମସଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଏକ ହୋଟେଲ ପାର୍କିଂରେ ଥିବା କାର୍‌ରୁ ତାଙ୍କ ମୃତଦେହ ଜବତ କରାଯାଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାମଲାର...

ପରଲୋକରେ ଦକ୍ଷିଣ ଭାରତୀୟ ସିନେମାର ଖ୍ୟାତନାମା ଅଭିନେତା-କମେଡିଆନ୍‌

ହାଇଦ୍ରାବାଦ: ପରଲୋକରେ ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ ଅଭିନେତା ତଥା କମେଡିଆନ୍‌ ମଲ୍ଲମପଲ୍ଲୀ ଚନ୍ଦ୍ର ମୋହନ। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ଚନ୍ଦ୍ର ମୋହନ ଦୀର୍ଘଦିନ ଧରି ହୃଦ୍‌ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ହେଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri