‘ରାଜ୍ୟସ୍ତରରେ କୃତିତ୍ୱ ଅର୍ଜନ କରି ବିଦ୍ୟାଳୟର ମାନ ବୃଦ୍ଧି କରିଛନ୍ତି ଛାତ୍ରୀଛାତ୍ର’ ଦାରିଙ୍ଗବାଡ଼ି,୨୦ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପ୍ରାରମ୍ଭ -୨୦୨୪ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଜଗନ୍ନାଥ ମହାରଣାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ଯୋଗ...