ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ ସମୟରେ ପୋଲିସକୁ ଗଞ୍ଜେଇ ନେଇ ବିଶ୍ବସ୍ତ ସୁତ୍ରରୁ ସୂଚନା ମିଳିଥିଲା । ଗଜପତି…