ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୧୧ଟି ଜିଲାକୁ ଅତିରିକ୍ତ ୫ କେଜି ଚାଉଳ ମାଗଣା ଭୁବନେଶ୍ୱର,୧୫।୮: ୭୯ତମ ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କ ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଏହି ଅବସରରେ ରାଜ୍ୟପାଳ...