ପଲିଥିନ୍ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ। ମୂଷାଖରି ପଞ୍ଚାୟତକୁ ଘଟଗାଁ ଅତିରକ୍ତ ତହସିଲଦାର ପଲିଥିନ ବୋଝେଇ ଗାଡ଼ି ନେଉଥିବା ବେଳେ…