ଖଣି ମାଫିଆଙ୍କ ହାତବାରିସୀ ସାଜିଛି ପୋଲିସ: ଗୁମର ଫିଟାଇଲା ଏଡିଜିଙ୍କ ଚିଠି କଟକ,୨୬ା୯: ଡ୍ୟୁଟି ଛାଡ଼ି ଅଣ ପୋଲିସ କାର୍ଯ୍ୟରେ ମାତିଛନ୍ତି ଅଧିକାରୀ। ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ କରୁଛନ୍ତି ସହାୟତା। ଏସ୍ପି ଓ ଡିସିପିଙ୍କୁ ଏଡିଜି ପଠାଇଥିବା ଚିଠି ଏଭଳି ସାଙ୍ଘାତିକ ସତ୍ୟର ଗୁମର ଫିଟାଇ ଦେଇଛି। ରାଜ୍ୟରେ...