ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ ପୁରୀ,୨6ା୭(ଅଜିତ୍ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ ଆପଟ ସେବକମାନେ ସିଂହଦ୍ୱାର ନିକଟରେ ଥିବା ଛାଉଣି ମଠ ସମ୍ମୁଖସ୍ଥ କୂପରୁ ପାଣି…