ମୋଦିଙ୍କ ଉପରେ ଅସୁର ଶକ୍ତି ସବାର ହୋଇଛି: ଅଧିର ରଞ୍ଜନ ନୂଆଦିଲ୍ଲୀ,୧୯।୧୨: କଂଗ୍ରେସ ଏମପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ଅଧୀର ରଂଜନ ଚୌଧରୀ ନିଜକୁ ତଥା ବିରୋଧୀ ଦଳର ଏମପିମାନଙ୍କୁ ନିଲମ୍ବନ କରିଥିବାରୁ ମୋଦି ସରକାରଙ୍କୁ ସମାଲୋଚନା କରିଛନ୍ତି। ଚୌଧୁରୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ...