ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି… ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା ପାଇଁ ଦର୍ଶକମାନେ ସେଠାରେ ଭିଡ଼ ଜମାଇଥିଲେ, କିନ୍ତୁ ପରିଣାମସ୍ବରୂପ ଇଶାନ କିଶାନଙ୍କ ଏକ…