ଭୁବନେଶ୍ୱର,୫ା୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଛି ଆଦିବାସୀ ମେଳା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍ଘାଟନ କରିଛନ୍ତି। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ…