ନାବାଳିକା ମୃତ୍ୟୁ ଘଟଣା: ପ୍ରଶାସନିକ ଅବହେଳା ବିରୋଧରେ ଦାବିପତ୍ର ପ୍ରଦାନ କରି… ଥୁଆମୂଳ ରାମପୁର,୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତ ବାର୍ସିକନା ଗ୍ରାମର କାଲୁଆ ମାଝୀଙ୍କ ୧୬ ବର୍ଷୀୟା ଝିଅ ମାଧୁରୀଙ୍କର ସାପ କାମୁଡ଼ାରେ ମୃତ୍ୟୁ ପରେ ପୋଷ୍ଟମୋର୍ଟମ ପାଇଁ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି…