ସାମାଜିକ ଚକ୍ରରେ ପ୍ରୌଢ଼ାବସ୍ଥା ଗତ ଜୁଲାଇ ମାସରେ ଉତ୍ତରପ୍ରଦେଶର ଅଯୋଧ୍ୟାଠାରେ ଏକ ଲଜ୍ଜାଜନକ ତଥା ଅମାନବୀୟ ଘଟଣା ସାମ୍ନାକୁ ଆସିଛି। କିଶନ ଦାସପୁର ନିକଟରେ, ନିଜ ପରିବାର ଲୋକେ ବିଳମ୍ବିତ ରାତିରେ ଜଣେ ରୋଗିଣା ବୃଦ୍ଧା ମହିଳାଙ୍କୁ ଗୋଟିଏ ଇ-ରିକ୍ସାରେ ଆଣି ରାସ୍ତାକଡ଼ରେ ଛାଡ଼ି...