ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’
ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ଜଣାଇଛି ଯେ ଭାରତୀୟ ନାଗରିକମାନଙ୍କୁ ରୁଷିଆ ସେନାରେ ନିଯୁକ୍ତ…
Iran Israel War: ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଭାରତୀୟଙ୍କୁ ଆଲର୍ଟ, ଦୂତାବାସ ଜାରି କଲା ଆଡଭାଇଜରୀ
ନୂଆଦିଲ୍ଲୀ,୨୮।୨: ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବରେ ଇରାନ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛନ୍ତି। ଇରାନର ରାଜଧାନୀ ତେହେରାନ ସମେତ ଅନେକ ସ୍ଥାନକୁ ଟାର୍ଗେଟ କରାଯାଇଛି। ରିପୋର୍ଟ ଅନୁଯାୟୀ, ଇରାନର ୩୦ଟି ସ୍ଥାନରେ ଏକକାଳୀନ ରକେଟ ମାଡ଼…
ପାକିସ୍ତାନ-ଆଫଗାନିସ୍ତାନ ଉତ୍ତେଜନା ମଧ୍ୟରେ ଆମେରିକା ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡଭାଇଜରୀ
ଓ୍ବାଶିଂଟନ,୨୮।୨: ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଉତ୍ତେଜନା ବୃଦ୍ଧି ପାଇଛି। ପାକିସ୍ତାନ ଫେବୃଆରୀ ୨୨ରେ ଆଫଗାନିସ୍ତାନରେ ଥିବା କଥିତ ଟିଟିପି ଘାଟି ଉପରେ ବିମାନ ଆକ୍ରମଣ କରିଥିଲା। ଏହା ପରେ ପରିସ୍ଥିତି ଖରାପ ହେବାକୁ ଲାଗିଲା। ଆଫଗାନିସ୍ତାନ ପ୍ରତିଶୋଧ ନେବା ପାଇଁ ଚେତାବନୀ ଦେଇଥିଲା।…

