ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ, ଏକକାଳୀନ ୪ ସ୍ଥାନରେ ଚାଲିଛି ଚଢ଼ାଉ ବ୍ରହ୍ମପୁର,୩୧ା୫(ସୁବାସ ପାଢ଼ୀ): ଆଉ ଜଣେ ସରକାରୀ ବାବୁ ପଡ଼ିଛନ୍ତି ଭିଜିଲାନ୍ସ ଜାଲରେ। ବ୍ରହ୍ମପୁର ଆର୍ ଆଣ୍ଡ୍ ବି ଡିଭିଜନ-୧ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (AEE) ଏନ୍.ଦିଲ୍ଲୀପ କୁମାର ଚୌଧୁରୀଙ୍କ ନାମରେ ଆୟ ବହିଃଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ...