ଆଫଗାନିସ୍ତାନ ସହ ଭାରତର ୧୦୦ ମିଲିୟନ ଡଲାର ବାଣିଜ୍ୟ ଚୁକ୍ତି
ନୂଆଦିଲ୍ଲୀ,୨୮ା୧୧: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଅର୍ଥନୈତିକ ସହଯୋଗର ଏକ ନୂତନ ପର୍ଯ୍ୟାୟ ଆରମ୍ଭ କରି, ଦୁଇ ଦେଶର ପ୍ରମୁଖ ଫାର୍ମାସ୍ୟୁଟିକାଲ୍ କମ୍ପାନୀଗୁଡ଼ିକ ମଧ୍ୟରେ ୧୦୦ ମିଲିୟନ ଡଲାରର ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଏହି ଚୁକ୍ତି ପାକିସ୍ତାନର ଆଞ୍ଚଳିକ...
ଆଫଗାନିସ୍ତାନ-ପାକିସ୍ତାନ ସୀମାରେ ପୁଣି ସଂଘର୍ଷ, ୫ ମୃତ
ନୂଆଦିଲ୍ଲୀ,୭ା୧୧: ଆଫଗାନିସ୍ତାନ ଏବଂ ପାକିସ୍ତାନ ସୀମାରେ ଗୁରୁବାର ହୋଇଥିବା ସୀମାପାର ଗୁଳି ବିନିମୟରେ ୫ ଜଣ ଲୋକଙ୍କର ମୃତ୍ୟୁ ହୋଇଛି ଏବଂ ୬ ଜଣ ଆହତ ହୋଇଛନ୍ତି। ଆଫଗାନିସ୍ତାନ ପଟରୁ ଜଣେ ଡାକ୍ତରୀ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଉଭୟ...
ଆଫଗାନିସ୍ତାନରେ ଭୂକମ୍ପ: ୨୦ ମୃତ, ୫୩୪ ଆହତ
କାବୁଲ,୪ା୧୧: ଆଫଗାନିସ୍ତାନର ଉତ୍ତର ଭାଗରେ ରବିବାର ବିଳମ୍ବିତ ରାତିରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇ ଅନୂ୍ୟନ ୨୦ ଜଣଙ୍କ ମୃତ୍ୟୁ ଘଟିବା ସହ ୫୩୪ ଆହତ ହୋଇଛନ୍ତି। ଭଗ୍ନାବଶେଷ ତଳୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତାହତଙ୍କ ସଂଖ୍ୟ ବୃଦ୍ଧି...
ଥରିଲା ଆଫଗାନିସ୍ତାନ, ଅନେକ କ୍ଷୟକ୍ଷତି ହୋଇଥିବା ଆଶଙ୍କା
କାବୁଲ,୩।୧୧: ଆଫଗାନିସ୍ତାନରେ ପୁଣି ଥରେ ଏକ ଶକ୍ତିଶାଳୀ ଭୂମିକମ୍ପ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ରବିବାର ବିଳମ୍ବିତ ରାତିରେ ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ୬.୩ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି, ଯାହା ଫଳରେ ଅନେକ ଘର କ୍ଷତିଗ୍ରସ୍ତ ହୋଇଛି ଏବଂ...
ପାକିସ୍ତାନରେ ୪୦୦% ବଢ଼ିଲା ଟମାଟୋ ଦାମ୍, କିଲୋଗ୍ରାମ ୬୦୦ ଟଙ୍କା
ନୂଆଦିଲ୍ଲୀ,୨୪।୧୦: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସୀମା ବନ୍ଦ ଯୋଗୁଁ ଉଭୟ ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି ପାଇଛି। ବିଶେଷ କରି, ପାକିସ୍ତାନରେ ଟମାଟୋ ଦର ୪୦୦ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି ଏବଂ କିଲୋଗ୍ରାମ ପ୍ରତି ପାଖାପାଖି...
‘କାବୁଲ୍ ଉପରେ କେହି ହୁକୁମ୍ ଚଲାଇ ପାରିବେନି’, ପାକିସ୍ତାନକୁ ଆଫଗାନିସ୍ତାନର କଡ଼ା ଜବାବ
କାବୁଲ୍,୨୧।୧୦: ଭାରତକୁ ଦୋଷ ଦେଇ ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଉତ୍ତେଜନା ପାଇଁ ଦାୟୀ କରିବା ଅଭିଯୋଗ ଉପରେ ତାଲିବାନ୍ର ପ୍ରତିରକ୍ଷା ମନ୍ତ୍ରୀ ମୌଲବୀ ମହମ୍ମଦ ୟାକୁବ ମୁଜାହିଦ୍ କଡ଼ା ଜବାବ ଦେଇଛନ୍ତି। ସେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ୍ ଶରିଫଙ୍କ...
ଆଫଗାନିସ୍ତାନ ଉପରେ ପୁଣି ଏୟାରଷ୍ଟ୍ରାଇକ କଲା ପାକିସ୍ତାନ, ଏଥର ବଡ ଯୁଦ୍ଧ ନିଶ୍ଚିତ
ନୂଆଦିଲ୍ଲୀ,୧୭।୧୦: ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ୪୮ ଘଣ୍ଟିଆ ସନ୍ଧି ବୃଦ୍ଧି ନେଇ ସହମତି ହେବା କିଛି ଘଣ୍ଟା ପରେ ପାକିସ୍ତାନ ଆଫଗାନିସ୍ତାନର ପାକଟିକା ପ୍ରଦେଶର ଅର୍ଗୁନ ଓ ବେରମାଲ ଜିଲ୍ଲାରେ ଏୟାରଷ୍ଟ୍ରାଇକ କରିଛି ବୋଲି ତାଲିବାନ ଦାବି କରିଛି।...
ଆଫଗାନିସ୍ତାନଠାରୁ ମାଡ଼ ଖାଇବା ପରେ ବି ସୁଧୁରୁ ନାହିଁ ପାକିସ୍ତାନ, ଭାରତକୁ ନେଇ ଦେଲା ବାବାଦୀୟ ବୟାନ
ଇସଲାମାବାଦ,୧୭।୧୦: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ୪୮ ଘଣ୍ଟାର ଅସ୍ତ୍ରବିରତି ଜାରି ରହିଛି। ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ସଂଘର୍ଷ ଅକ୍ଟୋବର ୮ ତାରିଖରେ ଆରମ୍ଭ ହୋଇଥିଲା। ଏହି ସମୟରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫ ଏହି ସଂଘର୍ଷକୁ...
ପାକିସ୍ତାନର ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲା ଆଫଗାନିସ୍ତାନ, ରକ୍ଷମନ୍ତ୍ରୀ-ISI ମୁଖିଆଙ୍କୁ ଦେଲା ନାହିଁ ଭିସା
ନୂଆଦିଲ୍ଲୀ,୧୩।୧୦: ଇସ୍ଲାମାବାଦର ଆଫଗାନିସ୍ତାନକୁ ଶାନ୍ତିର ପ୍ରୟାସରେ ବଡ଼ ବିଫଳତା ମିଳିଛି। ଆଫଗାନିସ୍ତାନ ପାକିସ୍ତାନର ରକ୍ଷଣାମନ୍ତ୍ରୀ ଖ୍ୱାଜା ଆସିଫ, ଆଇଏସ୍ଆଇ ମୁଖ୍ୟ ଆସିମ୍ ମାଲିକ ସହ ଅନ୍ୟ ଦୁଇ ଜେନେରାଲଙ୍କ ଭିସା ଆବେଦନକୁ ପ୍ରତ୍ୟାଖ୍ୟାନ କରିଛି। ରିପୋର୍ଟ୍ ଅନୁଯାୟୀ, ଗତ ୩...
ଭାରତରୁ ପାକିସ୍ତାନକୁ ଚେତାବନୀ ଦେଲେ ଆଫଗାନିସ୍ତାନ ବିଦେଶ ମନ୍ତ୍ରୀ; ‘ସୁଧୁରିଯା ନ ହେଲେ ଅନ୍ୟ ବାଟ ଅଛି’
ନୂଆଦିଲ୍ଲୀ,୧୨।୧୦: ଆଫଗାନିସ୍ତାନ ଓ ପକିସ୍ତାନ ମଧ୍ୟରେ ସୀମାନ୍ତ ସଂଘର୍ଷ ବଢ଼ିବା ପରେ ଆଫଗାନିସ୍ତାନ ବିଦେଶ ମନ୍ତ୍ରୀ ଆମିର୍ ଖାନ୍ ମୁତ୍ତାକି ରବିବାର ସତର୍କ କରିଛନ୍ତି। ସେ କହିଛନ୍ତି, “ସୀମାନ୍ତରେ ଶାନ୍ତି ପ୍ରୟାସ ବିଫଳ ହେଲେ ଆମେ ଅନ୍ୟ ପଥ ଆପଣାଇବୁ।...
ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲାଣି ପାକିସ୍ତାନ! ଆଫଗାନିସ୍ତାନକୁ ଧମକ ଦେଲେ ଶହବାଜ
ଇସଲାମାବାଦ,୧୨।୧୦: ପାକିସ୍ତାନର ପଶ୍ଚିମ ସୀମାରେ ଉତ୍ତେଜନା ଜାରି ରହିଛି। ଆଫଗାନିସ୍ତାନର ରାଜଧାନୀ କାବୁଲରେ ହୋଇଥିବା ବିମାନ ଆକ୍ରମଣ ପାକିସ୍ତାନକୁ ମହଙ୍ଗା ପଡ଼ିଛି। ଅନେକ ସୈନିକଙ୍କ ମୃତ୍ୟୁ ସତ୍ତ୍ୱେ, ପାକିସ୍ତାନ ହାର ମାନିବାକୁ ପ୍ରସ୍ତୁତ ନାହିଁ। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ...
ଭାରତରୁ ତାଲିବାନ ମନ୍ତ୍ରୀଙ୍କ ପାକିସ୍ତାନକୁ ଚେତାବନୀ: “ଆଫଗାନଙ୍କ ସାହସର ପରୀକ୍ଷା କରନ୍ତୁ ନାହିଁ”
ନୂଆଦିଲ୍ଲୀ,୧୦।୧୦: ତାଲିବାନ ବୈଦେଶିକ ମନ୍ତ୍ରୀ ଆମିର ଖାନ ମୁତ୍ତାକୀ ଶୁକ୍ରବାର ଭାରତ ଗସ୍ତରେ ଆସି ଆଫଗାନିସ୍ତାନ ମାଟି କୌଣସି ଦେଶ ବିରୋଧରେ ବ୍ୟବହାର ହେବାକୁ ଦିଆଯିବ ନାହିଁ ବୋଲି ପ୍ରତିଶ୍ରୁତି ଦେଇଛନ୍ତି, ଯାହାକୁ ପାକିସ୍ତାନ ଉପରେ ଏକ ପରୋକ୍ଷ ଆକ୍ଷେପ...
Archives


