ପ୍ରଶ୍ନପତ୍ର ଲିକ୍, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ ହୋଇଛି । ଏଥିରେ ଦେଶର ୨୨ ଲକ୍ଷରୁ ଊଦ୍ଧର୍ବ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରକୁ…