ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ ସାଇବର ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏବେ ସୋସିଆଲ ମିଡିଆ ବ୍ୟବହାର…