RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ ଅନୁଷ୍ଠିତ ନିଲାମରେ ସେମାନେ ଭେଙ୍କଟେଶ ଆୟରଙ୍କୁ ଦଳରେ ସାମିଲ କରି ସେମାନଙ୍କର ଦଳକୁ...