ନୂଆଦିଲ୍ଲୀ,୩ା୭: ବୁଧବାର ଲୋକ ସଭାରେ ରାହୁଲ ଗାନ୍ଧୀ କରିଥିବା ଅଭିଯୋଗର ଜବାବ ରଖିଛି ଭାରତୀୟ ସେନା। ରାହୁଲ ଗାନ୍ଧୀ କହିଥିଲେ ଯେ, ଶହୀଦ ଅଗ୍ନିବୀର କର୍ମଚାରୀଙ୍କ ପରିବାରକୁ…