ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍ ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର (Sample Papers)’ ଜାରି କରାଯାଇଛି। ଯଦି ଆପଣ ମଧ୍ୟ ଏହି ପରୀକ୍ଷାରେ ଶତପ୍ରତିଶତ…