ଅଗ୍ନିବୀରଙ୍କ ପାଇଁ ବଡ଼ ଖୁସି ଖବର: ବିବାହ ନିୟମରେ ହେବ ବଡ଼ ପରିବର୍ତ୍ତନ! ଜାଣନ୍ତୁ କ’ଣ କହୁଛି ନୂଆ ନିୟମ
ନୂଆଦିଲ୍ଲୀ, ୧୩।୧୧: ଦେଶର ସେନାବାହିନୀରେ ନିଯୁକ୍ତି ସହ ଜଡ଼ିତ ଅଗ୍ନିପଥ ଯୋଜନା (Agnipath Scheme)ରେ ବଡ଼ ଏବଂ ସକାରାତ୍ମକ ପରିବର୍ତ୍ତନ ହେବାର ସଙ୍କେତ ମିଳିଛି। ସରକାର ‘ଅଗ୍ନିପଥ ୨.୦’ ଅଧୀନରେ ଏହି ଯୋଜନାକୁ ଆହୁରି ବ୍ୟବହାରିକ କରିବାକୁ ବିଚାର କରୁଛନ୍ତି। ନିକଟରେ…

