ଶୋଷ, ଚାଷ ପାଇଁ ପାଣି ନିଅଣ୍ଟ ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ନଦୀଗୁଡ଼ିକରେ ଜଳପ୍ରବାହ ହ୍ରାସକୁ ଦେଖିଲେ ସମନ୍ବିତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଳ ସମ୍ପଦ ପରିଚାଳନା ପଦ୍ଧତି ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି। ତଦନୁଯାୟୀ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ୩ା୨ା୨୦୨୬ରେ ହୋଇଥିବା ବୈଠକରେ ଏକ କାର୍ଯ୍ୟାନ୍ବୟନ ଯୋଜନା…