ଧାନବିକ୍ରି ପଞ୍ଜୀକରଣ ଆରମ୍ଭରୁ ଏଗ୍ରିଷ୍ଟାକ କଟକଣାକୁ ବିରୋଧ, ସବୁଠି ତେଜିଲା ଚାଷୀ ଅସନ୍ତୋଷ, ଆଜି ହେବ… ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ନେଇ ରାଜ୍ୟ ସରକାର ଦିନକୁ ଦିନ ଗୋଟିଏ ପରେ ଗୋଟିଏ ନିୟମ ଲାଗୁ କରୁଛନ୍ତି। ଏଥିପାଇଁ ପ୍ରତି ୬ମାସରେ ଥରେ ଚାଷୀ ପଞ୍ଜୀକରଣ କରାଯାଉଛି। ତେବେ ପଞ୍ଜୀକରଣ ସମୟରେ ଯେଉଁ କଟକଣା ରହୁଛି, ତାକୁ ନେଇ ଚାଷୀ…