ଖର୍ଚ୍ଚ ହେଲାଣି ୫୦ ଲକ୍ଷ ଟଙ୍କା, ଖୋଲୁନି ଏଗ୍ରୋ ମଲ୍, ଚାଷୀ ମହଲରେ ଅସନ୍ତୋଷ ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏଗ୍ରୋ ମଲ୍ ଖୋଲିବାରେ ବିଳମ୍ବକୁ ନେଇ ଦେଖାଯାଇଛି ଅସନ୍ତୋଷ। ପ୍ରାୟ ୫୦ଲକ୍ଷ ଟଙ୍କା ବିନିମୟରେ ୨ ମହଲା ବିଶିଷ୍ଟ ଏହି ମଲ୍ ଠିଆ କରାଯାଇଥିବା ବେଳେ ଆହୁରି ୨୦ ଲକ୍ଷ ଖର୍ଚ୍ଚ କରାଯାଇ...