ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍ ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ । ତେବେ ଧରାପଡିବା ପରେ ଯୁବକ ଜଣକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ନେଇ ସୂଚନା ରହିଛି । ସୋର ମେଡିକାଲ...