କେମିତି ହେଲା ବିମାନ ଦୁର୍ଘଟଣା: ଏୟାର ଇଣ୍ଡିଆର ଆସିଲା ପ୍ରଥମ ବୟାନ ଅହମ୍ମଦାବାଦ,୧୨।୬:ଗୁଜରାଟର ଅହମ୍ମଦାବାଦ ବିମାନବନ୍ଦର ନିକଟବର୍ତ୍ତୀ ମେଘନାନୀ ନଗର ଅଞ୍ଚଳରେ ଗୁରୁବାର ଅପରାହ୍ନରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣା ସମ୍ପର୍କରେ ଏୟାର ଇଣ୍ଡିଆର ପ୍ରଥମ ବୟାନ ଆସିଛି। ଏୟାର ଇଣ୍ଡିଆର ଜଣେ ମୁଖପାତ୍ର କହିଛନ୍ତି, ଅହମ୍ମଦାବାଦ-ଲଣ୍ଡନ ଉଡ଼ାଣ କରୁଥିବା ବିମାନ...