ବସ ଭଡ଼ା ବୃଦ୍ଧି ପରେ ଶିବକୁମାରଙ୍କୁ ଶିଶୁ ଭାବରେ ଚିତ୍ରଣ କଲା ଭାଜପା, ଶେୟାର କଲା AI-ନିର୍ମିତ ଭିଡିଓ, ଦେଖନ୍ତୁ…
ବେଙ୍ଗାଲୁରୁ,୬।୧୧: ସାଧାରଣ ପରିବହନ ଭଡ଼ା ଏବଂ କ୍ଷୀର ଦର ବୃଦ୍ଧିକୁ ନେଇ କର୍ନାଟକ ଭାଜପା କଂଗ୍ରେସ ସରକାରଙ୍କ ଉପରେ ତୀବ୍ର ଆକ୍ରମଣ କରିଛି। ଭାଜପା ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କୁ ନେଇ ଏକ ବ୍ୟଙ୍ଗାତ୍ମକ, AI ଜେନେରେଟେଡ ଭିଡିଓ ଜାରି କରିଛି। ଭାଜପାର…

