AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ ଅନ୍ତର୍ଜାତୀୟ ଟେକ କମ୍ପାନୀଗୁଡ଼ିକ ଉନ୍ନତ କୃତ୍ରିମ ବୁଦ୍ଧିମତ୍ତା ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶନ କରିଥିଲେ ଯାହା…