ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…