ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବ୍ଶୀଘ୍ର ରାଜ୍ୟରେ ଖୋଲିବ… ଭୁବନେଶ୍ୱର,୨୫ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ AI ବା କୃତ୍ରିମ ବୁଦ୍ଧିମତା ସ୍କୁଲ ଖୋଲିବ। AI ଦିଗରେ ଓଡ଼ିଶା ଆଗେଇ ଚାଲିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ଏଆଇ କମ୍ପାନୀ ସର୍ଭମ ସହ…