AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…
ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ସୁପରଇଣ୍ଟେଲିଜେନ୍ସ ହାସଲ କରିବାର ଏକମାତ୍ର ଉଦ୍ଦେଶ୍ୟ ମାନବଜାତିକୁ…
ମାରିଦେବ AI!
ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା ପାଇଁ ସେ ଅନ୍ୟ ଏଆଇ କମ୍ପାନୀଗୁଡ଼ିକୁ ଆହ୍ବାନ ଦେଇଛନ୍ତି। ଏହି ବିକାଶକୁ ନିୟନ୍ତ୍ରଣ…
‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ
ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ ଏବଂ ଏଲନ ମସ୍କଙ୍କ ଆହ୍ବାନ ଏକ ଆରମ୍ଭ ମାତ୍ର। ସେ ଆମେରିକାର ରାଷ୍ଟ୍ରପତି…
AIକୁ ନେଇ ନନ୍ଦନ ନିଲେକାନିଙ୍କ ବଡ଼ ପୂର୍ବାନୁମାନ: କହିଲେ ବଡ଼ କମ୍ପାନୀଗୁଡ଼ିକରେ AI (କୃତ୍ରିମ ବୁଦ୍ଧିମତ୍ତା) ଯୋଗୁ ଚାକିରି ଚାଲିଯିବ, ଛୋଟ କମ୍ପାନୀଗୁଡ଼ିକ…
ନୂଆଦିଲ୍ଲୀ,୧୦।୯: AI (କୃତ୍ରିମ ବୁଦ୍ଧିମତ୍ତା) ଯୋଗୁ ଚାକିରି ହରାଇବାର ଆଶଙ୍କା ମଧ୍ୟରେ, ବିଶିଷ୍ଟ ବୈଷୟିକ ବୈଜ୍ଞାନିକ ତଥା ଇନଫୋସିସର ଅଧ୍ୟକ୍ଷ ନନ୍ଦନ ନିଲେକାନି ଏକ ଗୁରୁତ୍ୱପୂର୍ଣ୍ଣ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ AI ମୁଖ୍ୟତଃ ବଡ଼ କମ୍ପାନୀଗୁଡ଼ିକୁ କମ କର୍ମଚାରୀଙ୍କ…
‘Gen-Z ଚାକିରି ପାଇଁ ଉପଯୁକ୍ତ ନୁହଁନ୍ତି’: ସ୍ନାତକମାନଙ୍କୁ ରୋବୋଟ ସହିତ ବଦଳାଇବାକୁ ପ୍ରସ୍ତୁତ ବସ
ଓ୍ବାଶିଂଟନ,୩।୯: ପ୍ରମୁଖ ଆମେରିକୀୟ କମ୍ପାନୀଗୁଡ଼ିକ Gen-Z କର୍ମଚାରୀଙ୍କ କାର୍ଯ୍ୟ ଅଭ୍ୟାସ, ଯୋଗାଯୋଗ ଶୈଳୀ ଏବଂ ବୃତ୍ତିଗତ ଆଚରଣ ପ୍ରତି କ୍ରମଶଃ ଅସନ୍ତୁଷ୍ଟ ହେଉଛନ୍ତି। ଅଧିକାଂଶ ଆମେରିକୀୟ କମ୍ପାନୀ ଏହି ପିଢ଼ିର ଦକ୍ଷତା ବିକାଶ ଏବଂ କର୍ମକ୍ଷେତ୍ର ପ୍ରସ୍ତୁତିରେ ଅସନ୍ତୁଷ୍ଟ। ଏକ ନୂଆ…
AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!
ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର AI ସେବାଗୁଡ଼ିକୁ ପ୍ରତ୍ୟାହାର କିମ୍ବା ସୀମିତ କରିବାକୁ ବାଧ୍ୟ ହୋଇଛନ୍ତି। ଫଳରେ, ଲୋକମାନେ…
‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ ଜାତୀୟ କମ୍ପାନୀ ଆଇନ ଆପିଲେଟ ଟ୍ରିବ୍ୟୁନାଲ (NCLAT) ଦ୍ୱାରା ଦିଆଯାଇଥିବା ନିର୍ଦ୍ଦେଶଗୁଡ଼ିକୁ ସମ୍ପୂର୍ଣ୍ଣ…
ଟ୍ରମ୍ପଙ୍କୁ ଆଉ ଏକ ଝଟ୍କା: ଆମେରିକାକୁ AIରେ ଶୀର୍ଷରେ ପହଞ୍ଚାଇଥିବା ଏହି ଭାରତୀୟ ବଂଶୋଦ୍ଭବ ଦେଲେ ଇସ୍ତଫା
ଓ୍ବାଶିଂଟନ,୭ା୬: ଟ୍ରମ୍ପ ପ୍ରଶାସନର ଅନ୍ୟତମ ପ୍ରମୁଖ ଭାରତୀୟ ବଂଶୋଦ୍ଭବ ଆମେରିକୀୟ ପ୍ରଯୁକ୍ତି ପରାମର୍ଶଦାତା ଶ୍ରୀରାମ କ୍ରିଷ୍ଣନ୍ ହ୍ବାଇଟ୍ ହାଉସ୍ରେ ତାଙ୍କ ଚାକିରି ଛାଡ଼ିବାକୁ ଯାଉଛନ୍ତି। ଗତ ୧୮ ମାସ ଧରି ସେ କୃତ୍ରିମ ବୁଦ୍ଧିମତ୍ତା (AI) ରଣନୀତି ପ୍ରସ୍ତୁତ କରିବାରେ ଗୁରୁତ୍ୱପୂର୍ଣ୍ଣ…
୮,୦୦୦ କର୍ମଚାରୀଙ୍କୁ ଛଟେଇ କଲା ମେଟା: AI ଉପରେ ଫୋକସ, ରେକର୍ଡ ଖର୍ଚ୍ଚ ଉପରେ ଧ୍ୟାନ ମଧ୍ୟରେ ମାର୍କ ଜୁକରବର୍ଗଙ୍କ କଠିନ ପଦକ୍ଷେପ
ଓ୍ବାଶିଂଟନ,୧୨।୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ଯୋଗୁ ବିଶ୍ୱବ୍ୟାପୀ ଭୂରାଜନୈତିକ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଅନ୍ୟପକ୍ଷରେ, ବିଶ୍ୱବ୍ୟାପୀ ଟେକ୍ନୋଲୋଜି କ୍ଷେତ୍ରରେ AI ଦ୍ୱାରା ପରିଚାଳିତ ଚାକିରି ହରାଇବାର ଏକ ଲହରୀ ଆରମ୍ଭ ହୋଇସାରିଛି। Facebookର ମୂଳ କମ୍ପାନୀ Meta, ମେ ୨୦ରେ…
ସାବଧାନ! ଏଣିକି ସୋସିଆଲ ମିଡିଆରେ ଲୁଚାଇ ପାରିବେ ନାହିଁ ପରିଚୟ, ଧରିଦେବ AI, ଜାଣନ୍ତୁ କେମିତି
AI ବା (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) ଯୁଗରେ ସୋସିଆଲ ମିଡିଆରେ ନିଜର ପରିଚୟ ଲୁଚାଇବା ଏବେ କଷ୍ଟକର ହୋଇପଡୁଛି। ଯଦି ୟୁଜର୍ସମାନେ ଭାବନ୍ତି ଯେ, ସେମାନେ ସିକ୍ରେଟ୍ ଭାବରେ ସୋସିଆଲ ମିଡିଆ ବ୍ୟବହାର କରିପାରିବେ, ତେବେ ସେହି ଦିନ ଆଉ ନାହିଁ। ନୂତନ…
‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ
ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ ରହିଛି। ସିସ୍କୋର ସଭାପତି ଏବଂ ମୁଖ୍ୟ ଉତ୍ପାଦ ଅଧିକାରୀ ଜିତୁ ପଟେଲ ଏହି…
AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!
ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା ମଧ୍ୟ ଦିଲ୍ଲୀର ଟ୍ରାଫିକ ଜାମରେ ଫସି ଯାଇଥିଲେ। ଏହି ନେତା ଆଉ କେହି…

