ଓଡ଼ିଶା ଉପକୂଳରେ ‘IADWS’ର ପରୀକ୍ଷଣ କଲା DRDO, ପ୍ରତିରକ୍ଷା ମନ୍ତ୍ରୀ କହିଲେ ଏହି ଅନନ୍ୟ ଉଡ଼ାଣ ପାଇଁ…
ନୂଆଦିଲ୍ଲୀ,୨୪ା୮: ଭାରତ ଓଡ଼ିଶା ଉପକୂଳରେ ସମନ୍ବିତ ବାୟୁ ପ୍ରତିରକ୍ଷା ଅସ୍ତ୍ର ପ୍ରଣାଳୀ (IADWS)ର ପ୍ରଥମ ଉଡ଼ାଣ ପରୀକ୍ଷଣ ସଫଳତାର ସହିତ ସମାପ୍ତ କରିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ IADWS, ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଏବଂ ସଶସ୍ତ୍ର…
ବିପଦରେ ଏହି ୪୦ ସଂସ୍ଥାର ଚାକିରି: ଅଧ୍ୟୟନରୁ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା, ସର୍ବାଧିକ ପ୍ରଭାବିତ ହେବ…
ନୂଆଦିଲ୍ଲୀ,୩୧।୭: ମାଇକ୍ରୋସଫ୍ଟର ଏକ ଅଧ୍ୟୟନରୁ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା ହୋଇଛି। ଏଥିରେ କୁହାଯାଇଛି ଯେ, ଇଣ୍ଟରପ୍ରେଟର୍ସ ଏବଂ ଟ୍ରାନ୍ସଲେଟର୍ (ଗୋଟିଏ ଭାଷାରୁ ଅନ୍ୟ ଭାଷାକୁ ଅନୁବାଦ କରିବା) ସହିତ, ଆହୁରି ଅନେକ ଚାକିରି ଅଛି ଯାହା AI (କୃତ୍ରିମ ବୁଦ୍ଧିମତ୍ତା) ଦ୍ୱାରା…
PBKS vs MI: ଚମକାଇଲା AIର ଭବିଷ୍ୟବାଣୀ, ଆଜିର ମ୍ୟାଚ୍ ଜିତିବ…
ନୂଆଦିଲ୍ଲୀ,୧।୬: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆଜି, ଜୁନ 1, 2025ରେ ଆଇପିଏଲ 2025ର କ୍ୱାଲିଫାୟର 2ରେ ମୁମ୍ବାଇ ଇଣ୍ଡିଆନ୍ସ (MI) ଏବଂ ପଞ୍ଜାବ କିଙ୍ଗ୍ସ (PBKS) ମଧ୍ୟରେ ଏକ ହାଇ-ଷ୍ଟେକ ମୁକାବିଲା ହେବ। ଏହି ମ୍ୟାଚର ବିଜେତା ଦଳ ଜୁନ…
ବିନା କ୍ୟାମେରା, ବିନା ଷ୍ଟାରରେ ମନ୍ଦିର ପୂଜାରୀ ତିଆରି କଲେ ବିଶ୍ୱର ପ୍ରଥମ AI ଫିଲ୍ମ !
ବେଙ୍ଗାଲୁରୁ,୨୨।୪: କର୍ନାଟକର ଜଣେ ପୂଜାରୀ AI ଉପକରଣ ସାହାଯ୍ୟରେ ବିଶ୍ୱର ପ୍ରଥମ ସମ୍ପୂର୍ଣ୍ଣ AI-ଆଧାରିତ କନ୍ନଡ ଫିଲ୍ମ ତିଆରି କରିଛନ୍ତି। ବେଙ୍ଗାଲୁରୁର ସିଦ୍ଧେହଲ୍ଲି ଗାଁର ହନୁମନ୍ତରାଇ ମନ୍ଦିରରେ ପୂଜା କରୁଥିବା ନରସିଂହ ମୂର୍ତ୍ତି ଏବେ ଏକ ନୂତନ ପରିଚୟ ସୃଷ୍ଟି କରୁଛନ୍ତି।…
AI ସହାୟତାରେ ଜନ୍ମନେଲା ବିଶ୍ୱର ପ୍ରଥମ ଶିଶୁ: ଜାଣନ୍ତୁ କ’ଣ ଏହି ନୂଆ IVF ଚିକିତ୍ସା
ନୂଆଦିଲ୍ଲୀ,୧୧।୪: ଆଜିର ସମୟରେ ପ୍ରଯୁକ୍ତିବିଦ୍ୟାର ପ୍ରଭାବ ଅଧିକ। ଏହା ପ୍ରତ୍ୟେକ କ୍ଷେତ୍ରରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ। ତାହା ପାଠପଢ଼ା ହେଉ, କାମ ହେଉ, ଚାଷ ହେଉ କିମ୍ବା ଘର କାମ ହେଉ। ସବୁଠି ପ୍ରଯୁକ୍ତିବିଦ୍ୟା ଜୀବନକୁ ଦ୍ରୁତ, ସହଜ ଏବଂ ସ୍ମାର୍ଟ…
ବିଜେଡିକୁ ନେଇ AI କଲା ବଡ଼ ଭବିଷ୍ୟବାଣୀ, ଯଦି ସତ ହୁଏ…
ଭୁବନେଶ୍ୱର,୯।୪: ବିଜେଡିର ଭବିଷ୍ୟତ ଏବେ କ’ଣ ହେବ ତା’ ନେଇ ଓଡ଼ିଶା ରାଜନୀତିରେ ଜୋରଦାର ଚର୍ଚ୍ଚା ଚାଲିଛି। ୨୪ ବର୍ଷର ଦୀର୍ଘ ଶାସନ ପରେ ୨୦୨୪ ନିର୍ବାଚନରେ ବିଜେଡି ଭାଜପା ଠାରୁ ପରାଜୟ ହାସଲ କରିଥିଲା। ଏହା ପରେ ଦଳର ଭବିଷ୍ୟତ…
ସାବଧାନ! ବନ୍ଦ ହୋଇଯିବ ଆପଣଙ୍କ WhatsApp, ଭାରତରେ ୯୦ ଲକ୍ଷରୁ ଅଧିକ ଆକାଉଣ୍ଟ ବନ୍ଦ କଲା Meta
ନୂଆଦିଲ୍ଲୀ,୨ା୪: ଭାରତରେ WhatsApp ଅନେକ ଆକାଉଣ୍ଟକୁ ବ୍ୟାନ୍ କରିଦେଇଛି। IANSର ରିପୋର୍ଟ ଅନୁଯାୟୀ, ହ୍ବାଟ୍ସଆପ ୧ ଏପ୍ରିଲ, ୨୦୨୫ ମଙ୍ଗଳବାର ସୂଚନା ଦେଇଥିଲା ଯେ, ଫେବୃଆରୀ ୨୦୨୫ରେ ଭାରତର ୯.୭ ମିଲିୟନ ଅର୍ଥାତ୍ ୯୦ ଲକ୍ଷରୁ ଅଧିକ ଆକାଉଣ୍ଟକୁ ବ୍ୟାନ୍ କରାଯାଇଛି।…
AIକୁ ନେଇ ବଡ଼ ଭବିଷ୍ୟବାଣୀ କରିଦେଲେ ବାବା ଭେଙ୍ଗା, ଘିବିଲି…
ବାବା ଭେଙ୍ଗା ଅନେକ ଜିନିଷ ଉପରେ ଭବିଷ୍ୟବାଣୀ କରିଛନ୍ତି। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ ଏବଂ ୧୯୯୬ ମସିହାରେ ମୃତ୍ୟୁବରଣ କରିଥିଲେ। କିନ୍ତୁ ତାଙ୍କ ମୃତ୍ୟୁ ପୂର୍ବରୁ ବାବା ଭାଙ୍ଗା ଅନେକ କଥା କହିଥିଲେ ଯାହା ଆଜିର ସମୟରେ ସତ୍ୟ ମନେହୁଏ।…
AI ଦେଖାଇଲା ପିଲାଙ୍କ ସ୍ବପ୍ନର କ୍ୟାରିୟର, ନିଆରା ଉପାୟରେ ଛାତ୍ରୀଛାତ୍ରଙ୍କୁ…
ବେଜିଂ,୨ା୩: ସାମ୍ପ୍ରତିକ ସ୍ଥିତିରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାରକୁ ନେଇ ବହୁ ବିବାଦ ସୃଷ୍ଟି ହୋଇଥିବା ସହ ସମାଜ ପ୍ରତି ଏହାର କ୍ଷତିକାରକ ପ୍ରଭାବକୁ ନେଇ ଅନେକେ ଚିନ୍ତା ପ୍ରକଟ କରୁଛନ୍ତି। ଏହାରି ମଧ୍ୟରେ ଚାଇନାର ଏକ ପ୍ରାଥମିକ ସ୍କୁଲର ଜଣେ…
AIକୁ ନେଇ ନବୀନ କହିଲେ…
ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏଭଳି ସ୍ଥିତିରେ ଭାଜପାର ମଙ୍ଗ କେନ୍ଦ୍ରୀୟ ନେତାମାନେ ଧରିଥିବା ବେଳେ…
ଆମ ପିଲା ବହୁତ ଆଡ୍ଭାନ୍ସ: ଜନ୍ମ ହେବା ମାତ୍ରେ କୁହନ୍ତି AI
ନୂଆଦିଲ୍ଲୀ,୨୯ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହା ବ୍ୟତୀତ ଏହି ଆଲୋଚନା ମଧ୍ୟରେ ଏଆଇ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ସମ୍ବନ୍ଧରେ ଏକ ପ୍ରମୁଖ ଆଲୋଚନା…
ଏଣିକି ଡ୍ରାଇଭିଂ ଟେଷ୍ଟବେଳେ ଜଗିବ ଏଆଇ
ଭୁବନେଶ୍ୱର,୭।୩(ସୁନିତ୍ ମିଶ୍ର): ଡ୍ରାଇଭିଂ ଟେଷ୍ଟ କରାଯିବା ସମୟରେ ଏହାକୁ ଆଉ କୌଣସି ବ୍ୟକ୍ତିଙ୍କୁ ଜଗିବାକୁ ପଡ଼ିବ ନାହିଁ। ଅଟୋମେଟେଡ୍ ପ୍ରକ୍ରିୟାରେ କମ୍ପ୍ୟୁଟର ଏଣିକି ଡ୍ରାଇଭିଂ ଟେଷ୍ଟର ପରୀକ୍ଷା କରିବ। ରାଜ୍ୟର ଡ୍ରାଇଭିଂ ଲାଇସେନ୍ସ ପ୍ରଦାନରେ ପକ୍ଷପାତ ହେଉଥିବା ଅଭିଯୋଗ ଉଠିବା ପରେ…
Archives


