Tag Archives: aiadmk

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ ବିଦ୍ରୋହୀ ଗୋଷ୍ଠୀର ଅଂଶ ଥିଲେ। ସୋମବାର ସେମାନେ ତାମିଲନାଡୁ ବିଧାନସଭା ବାଚସ୍ପତି ଜେସିଡି…

ଫ୍ଲୋର ଟେଷ୍ଟ ପୂର୍ବରୁ AIADMK ଦୁଇଟି ଗୋଷ୍ଠୀରେ ବିଭକ୍ତ, ଗୋଟିଏ ବିଜୟଙ୍କ TVK କୁ କରିବ ସମର୍ଥନ

ଚେନ୍ନାଇ,୧୨।୫: ତାମିଲନାଡୁ ରାଜନୀତିରେ ଏକ ବଡ଼ ଧରଣର ଓଲଟପାଲଟ ଦେଖିବାକୁ ମିଳିଛି। AIADMK ଭିତରେ ଚାଲିଥିବା ଆଭ୍ୟନ୍ତରୀଣ କନ୍ଦଳ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇଛି। ସୂତ୍ର ଅନୁସାରେ, ଦଳ ଦୁଇଟି ଗୋଷ୍ଠୀରେ ବିଭକ୍ତ ହେଉଥିବା ପରି ମନେ ହେଉଛି। AIADMK…

ତାମିଲନାଡୁରେ ବଡ଼ ଟୁଇଷ୍ଟ, DMK-AIADMK ଗୋଟିଏ ମୁହୂର୍ତ୍ତରେ ଗଠନ କରିପାରନ୍ତି ସରକାର! କିଏ କିଙ୍ଗମେକର? ଜାଣନ୍ତୁ…

ଚେନ୍ନାଇ,୮।୫: ତାମିଲନାଡୁରେ କ୍ଷମତା ପାଇଁ ଲଢ଼େଇ ଜୋରଦାର ଚାଲିଛି। ରାଜ୍ୟରେ କିଏ ସରକାର ଗଠନ କରିବ ତାହା ଆକଳନ କରିବା କଷ୍ଟକର। ସାମ୍ପ୍ରତିକ ନିର୍ବାଚନରେ, ଥାଲାପତି ବିଜୟଙ୍କ TVK ଏକକ ବୃହତ ଦଳ ଭାବରେ ଉଭା ହୋଇଛି। ଏହା ସତ୍ତ୍ୱେ, ସଂଖ୍ୟା…

ସରକାର ଗଠନ ପାଇଁ ବିଜୟଙ୍କ ନୂଆ ପ୍ଲାନ: ଏହି ଦଳଠାରୁ ସମର୍ଥନ ଲୋଡିଲେ, ବିଧାୟକମାନଙ୍କୁ ରିସର୍ଟକୁ ସ୍ଥାନାନ୍ତରିତ

ଚେନ୍ନାଇ,୭।୫: ତାମିଲନାଡୁରେ ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଅଭିନେତା ବିଜୟଙ୍କ ଦଳ, ତାମିଜାଗା ଭେଟ୍ରି କାଝାଗମ (TVK), ଏବେ ଜଣେ ଅତିରିକ୍ତ ବିଧାୟକଙ୍କ ସମର୍ଥନ ହାସଲ କରିବା ପାଇଁ ପ୍ରୟାସ ଆରମ୍ଭ କରିଛି। ରିପୋର୍ଟ ଅନୁଯାୟୀ, TVK…

ତାମିଲନାଡୁରେ ୧୮୦-୨୦୦ ଆସନ ଜିତିବ TVK! AIADMK ସହିତ ମେଣ୍ଟକୁ କରୁଛି ଅସ୍ବୀକାର

ଚେନ୍ନାଇ, ୨।୫: ତାମିଲନାଡୁ, କେରଳ, ପୁଡୁଚେରୀ, ଆସାମ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ସୋମବାର, ୪ ମଇରେ ଘୋଷଣା ହେବାକୁ ଯାଉଛି। ସମସ୍ତ ପାଞ୍ଚଟି ରାଜ୍ୟର ଏକଜିଟ ପୋଲ ମଧ୍ୟ ପ୍ରକାଶ ପାଇଛି। ଏହି ସମୟରେ, ସମସ୍ତ ରାଜନୈତିକ ଦଳ…

ରାଜନୀତିକୁ ପ୍ରତ୍ୟାବର୍ତନ କଲେ ଭି.କେ ଶଶିକଳା, କଲେ ବଡ଼ ଘୋଷଣା

ଚେନ୍ନାଇ,୧୭ା୬: ଏଆଇଏଡିଏମକେ’ରୁ ତଡ଼ା ଖାଇଥିବା ମହିଳା ନେତ୍ରୀ ଭି.କେ ଶଶିକଳା ତାଙ୍କର ଆଗାମୀ ରାଜନୈତିକ ଭବିଷ୍ୟତ ସମ୍ପର୍କରେ ବଡ଼ ଘୋଷଣା କରିଛନ୍ତି। ଏକଦା ତାମିଲନାଡୁ ରାଜନୀତିରେ ଆଧିପତ୍ୟ ଚଳାଇଥିବା ଶଶିକଳା ପୁଣିଥରେ ରାଜନୀତିରେ ନିଜର ଗୋଟି ଚଳାଇବାକୁ ପ୍ରସ୍ତୁତ ହେଉଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?