ଦୁଇଘଣ୍ଟା ଅଟକି ଯାଇଥିଲା ହୃଦସ୍ପନ୍ଦନ: ଯୁବକଙ୍କୁ ନୂଆ ଜୀବନ ଦେଲେ ଭୁବନେଶ୍ୱର ଏମ୍ସ ଡାକ୍ତର ଭୁବନେଶ୍ୱର,୧୮।୧୧: ଭୁବନେଶ୍ୱର ଏମ୍ସ ଡାକ୍ତଙ୍କୁ ମିଳିଛି ଐତିହାସିକ ସଫଳତା। ଡାକ୍ତରୀ ଉତ୍କର୍ଷତା ଏବଂ କାର୍ଯ୍ୟପ୍ରତି ସମର୍ପିତ ଭାବର ଏକ ଅଦ୍ଭୁତ ପ୍ରଦର୍ଶନରେ ଏମ୍ସ ଭୁବନେଶ୍ୱରରେ ଉତ୍ସର୍ଗୀକୃତ ଡାକ୍ତରୀ ଟିମ୍ ଉନ୍ନତ ଏକ୍ସଟ୍ରାକୋରୋରାଲ୍ କାର୍ଡିଓ-ପଲ୍ମୋନାରୀ ରିସ୍ୟୁସିଟେସନ୍ (eCPR) ପ୍ରଣାଳୀ ମାଧ୍ୟମରେ ୨୪...