‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ ସାଧାରଣ ସଭାକୁ ସମ୍ବୋଧିତ କରି ସେ କହିଛନ୍ତି, ‘ଆଜିଠାରୁ, ଆମେ ଏକ ସ୍ଲୋଗାନ…