୧୪ଦେଶ ସହ ପାକିସ୍ତାନର ସମରାଭ୍ୟାସ ଇସଲାମବାଦ,୧୭।୧୦: ପଡୋଶୀ ଦେଶ ପାକିସ୍ତାନ ୧୪ଟି ଦେଶ ସହ ମିଶି ସମରାଭ୍ୟାସ ଆରମ୍ଭ କରିଛି। ପିଏଏଫ ଅର୍ଥାତ ପାକିସ୍ତାନ ବାୟୁସେନା ଦ୍ୱାରା ଆୟୋଜିତ ସମରାଭ୍ୟାସରେ ଚାଇନା-ସାଉଦି ଆରବ ସମେତ ୧୪ଟି ଦେଶର ବାୟୁସେନା ଅଂଶଗ୍ରହଣ କରିଛନ୍ତ। ଏହି ସମରାଭ୍ୟାସ ମାଧ୍ୟମରେ...