ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ… ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍ ଇଣ୍ଟରନ୍ୟାଶନାଲ ପିସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍ର ଏକ ରିପୋର୍ଟ ଅନୁଯାୟୀ, ୨୦୨୩ରେ ବିଶ୍ୱ ସାମରିକ ଖର୍ଚ୍ଚ ୨.୪୪ ଟ୍ରିଲିୟନରେ…