ନାବାଳକଙ୍କୁ ଏୟାରଗନ୍ରୁ ଗୁଳି ଚଳାଇଲେ ଯୁବକ, ଫେରାର ହୋଇଯିବା ସମୟରେ… ସମ୍ବଲପୁର,୧୧ା୧(ପ୍ରମୋଦ ବହିଦାର): ସମ୍ବଲପୁର ସଦରଥାନା ଅନ୍ତର୍ଗତ ମିର୍ଗାମୁଣ୍ଡା ଗ୍ରାମରେ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ଗୁଳିରେ ସେହି ଗ୍ରାମର ଜଣେ ନାବାଳକ ଗୁରୁତର ହୋଇଛନ୍ତି। ସେ ହେଉଛନ୍ତି ମିର୍ଗାମୁଣ୍ଡା ଗ୍ରାମର ପ୍ରତାପ କିଷାନ(୯)। ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ କଟକ ସ୍ଥାନାନ୍ତର…