ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ପରେ ଟାଟା ଗ୍ରୁପ୍ର ଶେୟାର ଧରାଶାୟୀ, ଗୋଟିଏ ପରେ ଗୋଟିଏ… ଗୁଜରାଟ,୧୨।୬: ଗୁରୁବାର ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ୨୪୨ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା ଅହମ୍ମଦାବାଦର ମେଘାନୀ ଅଞ୍ଚଳରେ ଘଟିଛି। ବିମାନ ଦୁର୍ଘଟଣା ନେଇ ଖବର...