କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି । ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରା ନିଯୁକ୍ତି ଦିନଠାରୁ ୩ ବର୍ଷ ପର୍ଯ୍ୟନ୍ତ…