ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍.. ନୂଆଦିଲ୍ଲୀ, ୨୦।୧୨: ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା ଦେଇଥିବା ଜଣାପଡିଛି । ଧକ୍କା ଏତେ ଭୟଙ୍କର ଥିଲା ଯେ ଇଞ୍ଜିନ ଏବଂ...