୧ ଲକ୍ଷ କ୍ଷତିପୂରଣ ଦେବ ଏୟାର ଇଣ୍ଡିଆ କଟକ,୧୬ା୧୨(କାର୍ତ୍ତିକ ସାହୁ): ବିମାନସେବା ଯୋଗାଉଥିବା ଏୟାର ଇଣ୍ଡିଆକୁ କଟକ ଖାଉଟି ଅଦାଲତ ୧ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ଆଦେଶ ଦେଇଛନ୍ତି। ଏଥିସହ ମାମଲା ପରିଚାଳନା ଖର୍ଚ୍ଚ ବାବଦକୁ ୨୦ ହଜାର ଟଙ୍କା ମଧ୍ୟ ଏୟାର ଇଣ୍ଡିଆ ପ୍ରଦାନ କରିବ।...