ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି… ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ଇତିମଧ୍ୟରେ ଇଣ୍ଡିଗୋ ପାଇଲଟ୍, କ୍ୟାବିନ୍ କ୍ରୁ ଏବଂ ଗ୍ରାଉଣ୍ଡ ଷ୍ଟାଫ୍ଙ୍କ...