Tag Archives: airport

ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୫ା୮: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦର ସଂପ୍ରସାରଣ କାମ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି। ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭୁବନେଶ୍ୱର ବିମାନବନ୍ଦରରେ ତୃତୀୟ ଟର୍ମିନାଲ ହେବ।…

ବିମାନ ବନ୍ଦର ନିକଟରେ ବିମାନ ସୁରକ୍ଷା ହେବ କଡ଼ାକଡ଼ି, ଭଙ୍ଗା ହେବ ଘର ନିୟମ ନ ମାନିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୯।୬: ଜୁନ ୧୨ରେ ଅହମଦାବାଦରେ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣା ପରେ, ବିମାନ ସୁରକ୍ଷା ପାଇଁ ବିପଦ ସୃଷ୍ଟି କରୁଥିବା ନିର୍ମାଣକୁ ନିୟନ୍ତ୍ରଣ କରିବା ପାଇଁ ବୁଧବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ନୂତନ ନିୟମ ଜାରି କରିଛି। ସରକାରୀ ଗେଜେଟରେ…

ଭୁବନେଶ୍ୱରରୁ UAEକୁ ସିଧା ବିମାନ ସେବା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬: ରାଜଧାନୀ ଭୁବନେଶ୍ବରରୁ UAEକୁ ସିଧା ବିମାନ ସେବା ଆରମ୍ଭ ହୋଇଛି। ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଆବୁଧାବିକୁ ସିଧା ଉଡ଼ାଣ କରି ବିମାନ। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବିମାନବନ୍ଦରରେ ପତାକା ହଲାଇ ବିମାନ ଉଡ଼ାଣର ଶୁଭାରମ୍ଭ କରିଛନ୍ତି।…

କଇଁଚି ପାଇଁ ବିମାନବନ୍ଦରରେ ଆତଙ୍କ:୩୬ ବିମାନ ବାତିଲ, ୨୦୦ରୁ ଅଧିକ ବିମାନ ବିଳମ୍ବରେ ଉଡ଼ାଣ କଲେ, ପୂରା ଘଟଣା ଜାଣିଲେ…

ଟୋକିଓ,୨୧ା୮: ଜାପାନର ନୂଆ ଚିଟୋସ ବିମାନବନ୍ଦରରେ ଏକ କଇଁଚି ଯୋଗୁ ଆତଙ୍କ ସୃଷ୍ଟି ହୋଇଥିଲା। ସାମାନ୍ୟ କଇଁଚି ପାଇଁ ୩୬ଟି ବିମାନ ବାତିଲ କରାଯାଇଥିବା ବେଳେ ଏବଂ ୨୦୦ରୁ ଅଧିକ ବିମାନ ବିଳମ୍ବରେ ଉଡ଼ାଣ କରିଥିଲା। ଜାପାନର ଏହି ବିମାନବନ୍ଦର କଡ଼ା…

ଫ୍ଲାଇଟ୍‌ରେ ବୋମା, ବିମାନ ବନ୍ଦରକୁ ଆସିଲା ମେଲ୍‌

ନୂଆଦିଲ୍ଲୀ, ୧୮।୬: ରାଜଧାନୀ ଦିଲ୍ଲୀରୁ ମୁମ଼୍ବାଇ ଯିବାକୁ ଥିବା ଏକ ବିମାନରେ ବୋମା ଥିବା ନେଇ ଧମକ ମିଳିଥିବା ଖବର ସାମ୍ନାକୁ ଆସିଛି । ଜୁନ୍‌ ୧୭ ତାରିଖ ଅର୍ଥାତ ସୋମବାର ସକାଳ ୯.୩୫ ମିନିଟ୍‌ରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri