ଯୁଦ୍ଧ ବିରତି ପରେ ଖୋଲିଲା ୩୨ ବିମାନବନ୍ଦର ନୂଆଦିଲ୍ଲୀ,୧୨।୫: ଅପରେଶନ ସିନ୍ଦୂର ସମୟରେ ବନ୍ଦ ହୋଇଥିବା ୩୨ଟି ବିମାନବନ୍ଦରକୁ ପୁଣି ଖୋଲାଯାଇଛି। ସୋମବାର (୧୨ ମଇ, ୨୦୨୫) ଏକ ପ୍ରେସ ବିଜ୍ଞପ୍ତି ଜାରି କରି ବିମାନବନ୍ଦର କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି। ଦେଶର ଉତ୍ତର ଏବଂ ପଶ୍ଚିମ ଭାଗରେ...